1 ରାଜାବଳୀ 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।” Gade chapit laପବିତ୍ର ବାଇବଲ (Re-edited) - (BSI)7 ତହୁଁ ରାଜା ପରମେଶ୍ଵରଙ୍କ ଲୋକକୁ କହିଲେ, ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି। Gade chapit laଓଡିଆ ବାଇବେଲ7 ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋ’ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।” Gade chapit laପବିତ୍ର ବାଇବଲ7 ତା'ପରେ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ତୁମ୍ଭେ ମୋ’ ସହିତ ଗୃହକୁ ଆସ। ମୋ’ ସହିତ ଭୋଜନ କର। ମୁଁ ତୁମ୍ଭକୁ ଏକ ଉପହାର ଦେବା ପାଇଁ ଯାଉଅଛି।” Gade chapit la |
ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଫେରିଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।