1 ରାଜାବଳୀ 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ। Gade chapit laଓଡିଆ ବାଇବେଲ9 କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ। Gade chapit laପବିତ୍ର ବାଇବଲ9 କାରଣ ଅନ୍ନ ଜଳ ସ୍ପର୍ଶ ନ କରିବାକୁ ସଦାପ୍ରଭୁ ମୋତେ ନିର୍ଦ୍ଦେଶ ଦେଇଛନ୍ତି। ଆଉ ମଧ୍ୟ ସଦାପ୍ରଭୁଙ୍କର ଆଦେଶ ଅଛି, ତୁମ୍ଭେ ଯେଉଁ ପଥରେ ଆସିଛ, ସେହି ପଥରେ ଫେରିବ ନାହିଁ।” Gade chapit la |