1 ରାଜାବଳୀ 14:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍ବକ୍ତା ସେଠାରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)2 ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, ମୁଁ ବିନୟ କରୁଅଛି, ଉଠ, ପୁଣି ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍ବକ୍ତା ସେଠାରେ ଅଛି। Gade chapit laଓଡିଆ ବାଇବେଲ2 ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋ’ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍ବକ୍ତା ସେଠାରେ ଅଛି। Gade chapit laପବିତ୍ର ବାଇବଲ2 ଯାରବିୟାମ ନିଜର ପତ୍ନୀକୁ କହିଲେ, “ତୁମ୍ଭେ ଯେପରି ମୋର ପତ୍ନୀ ବୋଲି ଜଣା ନ ପଡ଼ିବ, ସେହିପରି ଛଦ୍ମ ବେଶରେ ଶୀଲୋକୁ ଯାଅ। ସେଠାରେ ଅହିୟ ଭବିଷ୍ୟଦ୍ବକ୍ତା ବାସ କରନ୍ତି। ସେ ମୋତେ କହିଥିଲେ ମୁଁ ଇସ୍ରାଏଲ ଲୋକମାନଙ୍କ ଉପରେ ରାଜା ହେବି। Gade chapit la |