1 ରାଜାବଳୀ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଓ ଦାଉଦ-ବଂଶଠାରୁ ରାଜ୍ୟ ଚିରି ନେଇ ତୁମ୍ଭକୁ ଦେଲୁ; ତଥାପି ଆମ୍ଭ ଦାସ ଦାଉଦ, ଯେ ଆମ୍ଭ ଆଜ୍ଞାସବୁ ପାଳନ କଲା ଓ ଆମ୍ଭ ଦୃଷ୍ଟିରେ ଯାହା ଭଲ, କେବଳ ତାହା କରିବା ପାଇଁ ଆପଣା ସର୍ବାନ୍ତଃକରଣ ସହିତ ଆମ୍ଭର ଅନୁଗତ ହେଲା, ତାହା ପରି ତୁମ୍ଭେ ହୋଇ ନାହଁ; Gade chapit laପବିତ୍ର ବାଇବଲ (Re-edited) - (BSI)8 ଓ ଦାଉଦ-ବଂଶଠାରୁ ରାଜ୍ୟ ଚିରି ନେଇ ତୁମ୍ଭକୁ ଦେଲୁ; ତଥାପି ଆମ୍ଭ ଦାସ ଦାଉଦ, ଯେ ଆମ୍ଭ ଆଜ୍ଞାସବୁ ପାଳନ କଲା ଓ ଆମ୍ଭ ଦୃଷ୍ଟିରେ ଯାହା ଭଲ, କେବଳ ତାହା କରିବା ପାଇଁ ଆପଣା ସର୍ବାନ୍ତଃକରଣ ସହିତ ଆମ୍ଭର ଅନୁଗତ ହେଲା, ତାହା ପରି ତୁମ୍ଭେ ହୋଇ ନାହଁ; Gade chapit laଓଡିଆ ବାଇବେଲ8 ଓ ଦାଉଦ-ବଂଶଠାରୁ ରାଜ୍ୟ ଚିରି ନେଇ ତୁମ୍ଭକୁ ଦେଲୁ; ତଥାପି ଆମ୍ଭ ଦାସ ଦାଉଦ, ଯେ ଆମ୍ଭ ଆଜ୍ଞାସବୁ ପାଳନ କଲା ଓ ଆମ୍ଭ ଦୃଷ୍ଟିରେ ଯାହା ଭଲ, କେବଳ ତାହା କରିବା ପାଇଁ ଆପଣା ସର୍ବାନ୍ତଃକରଣ ସହିତ ଆମ୍ଭର ଅନୁଗତ ହେଲା, ତାହା ପରି ତୁମ୍ଭେ ହୋଇ ନାହଁ; Gade chapit laପବିତ୍ର ବାଇବଲ8 ମୁଁ ଦାଉଦଙ୍କ ବଂଶଠାରୁ ରାଜ୍ୟ ଛଡ଼ାଇ ନେଇ ତୁମ୍ଭକୁ ଦେଲି। ମାତ୍ର ତୁମ୍ଭେ ମୋର ଦାସ ଦାଉଦଙ୍କ ପରି ମୋତେ ଅନୁସରଣ କଲ ନାହିଁ। ସେ ମୋର ସମସ୍ତ ଆଦେଶ ମନପ୍ରାଣ ଦେଇ ପାଳନ କଲା। ସେ କେବଳ ମୋ’ ଦୃଷ୍ଟିରେ ଯାହା ଭଲ ତାହା କଲା। Gade chapit la |