Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ୱ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ଅଧିକାରର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜ୍ୟ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

1 ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ଵ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

1 ଯାରବିୟାମଙ୍କ ଇସ୍ରାଏଲରେ ରାଜତ୍ୱ କରିବାର ଅଷ୍ଟାଦଶ ବର୍ଷରେ ଅବିୟାମ ଯିହୁଦାର ରାଜା ହେଲେ।

Gade chapit la Kopi




1 ରାଜାବଳୀ 15:1
4 Referans Kwoze  

ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।


ସପ୍ତଦଶ ହେଷୀର ପାଇଁ, ଅଷ୍ଟାଦଶ ହିପ୍ପି ପାଇଁ;


ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।


Swiv nou:

Piblisite


Piblisite