Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 15:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ୱ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜ୍ୟ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।

Gade chapit la Kopi

ଓଡିଆ ବାଇବେଲ

10 ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ଵ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।

Gade chapit la Kopi

ପବିତ୍ର ବାଇବଲ

10 ଆସା ଯିରୁଶାଲମରେ 41 ବର୍ଷ ରାଜତ୍ୱ କଲେ। ତାଙ୍କର ମାତାମହୀର ନାମ ମାଖା ଓ ସେ ଅବଶାଲୋମର କନ୍ୟା ଥିଲା।

Gade chapit la Kopi




1 ରାଜାବଳୀ 15:10
7 Referans Kwoze  

ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ୱ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।


ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ମୀଖାୟ, ସେ ଗିବୀୟା ନିବାସୀ ଊରୀୟେଲର କନ୍ୟା ଥିଲେ। ପୁଣି ଅବୀୟ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଚାଲିଲା।


ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।


ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍‍, ତହଶ୍‍ ଓ ମାଖା, ଏମାନେ ଜାତ ହେଲେ।


ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।


ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍‍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍‍ହିର କନ୍ୟା।


Swiv nou:

Piblisite


Piblisite