1 ରାଜାବଳୀ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା। Gade chapit laଓଡିଆ ବାଇବେଲ3 ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା। Gade chapit laପବିତ୍ର ବାଇବଲ3 ତାଙ୍କ ପୂର୍ବରୁ ତାଙ୍କ ପିତା ଯେଉଁ କୁକର୍ମରେ ଲିପ୍ତ ଥିଲେ ସେ ମଧ୍ୟ ସେହିସବୁ ପାପକର୍ମ କରି ଗ୍ଭଲିଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ତାଙ୍କର ପରମେଶ୍ୱରଙ୍କ ପ୍ରତି ସର୍ବାନ୍ତଃକରଣରେ ବିଶ୍ୱସ୍ତ ନ ଥିଲେ। Gade chapit la |