Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ଅବୀୟାମଙ୍କର ଅବଶିଷ୍ଟ ବୃତ୍ତା; ଓ ସମସ୍ତ କ୍ରିୟା କି ଯିହୁଦା-ରାଜଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।

Gade chapit la Kopi

ପବିତ୍ର ବାଇବଲ

7 ଅବିୟାମଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ଯ୍ୟ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। ଯେପର୍ଯ୍ୟନ୍ତ ସେ ରାଜା ଥିଲେ, ଅବିୟାମ ଓ ଯାରବିୟାମ ମଧ୍ୟରେ ଯୁଦ୍ଧ ଲାଗି ରହୁଥିଲା।

Gade chapit la Kopi




1 ରାଜାବଳୀ 15:7
2 Referans Kwoze  

ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କିମ୍ବା ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ?


Swiv nou:

Piblisite


Piblisite