Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଅବୀୟାମ ଆପଣା ପିତୃଲୋକଙ୍କ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାଙ୍କର ପଦରେ ରାଜ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ

8 ଯେତେବେଳେ ଅବିୟାମ ମଲେ ତାଙ୍କୁ ପିତୃ ଲୋକଙ୍କ ସହିତ ଦାଉଦ ନଗରରେ କବର ଦିଆଗଲା। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଆସା ପରବର୍ତ୍ତୀ ରାଜା ହେଲେ।

Gade chapit la Kopi




1 ରାଜାବଳୀ 15:8
8 Referans Kwoze  

ଏଥିଉତ୍ତାରେ ଅବୀୟଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ, ଆଉ ତାଙ୍କର ପୁତ୍ର ଆସା ତାଙ୍କ ପଦରେ ରାଜ୍ୟ କଲେ। ଏହାଙ୍କ ଅଧିକାର ସମୟରେ ଦେଶ ଦଶ ବର୍ଷ ସୁସ୍ଥିର ରହିଲା।


ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।


ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।


ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା।


ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।


ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।


ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍;


Swiv nou:

Piblisite


Piblisite