Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 15:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଇସ୍ରାଏଲର ରାଜା ଯାରବୀୟାମଙ୍କର ଅଧିକାରର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ।

Gade chapit la Kopi

ଓଡିଆ ବାଇବେଲ

9 ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ

9 ଇସ୍ରାଏଲରେ ଯାରବିୟାମଙ୍କ ବିଂଶତମ ବର୍ଷ ରାଜତ୍ୱ କାଳରେ ଆସା ଯିହୁଦାର ରାଜା ହେଲେ।

Gade chapit la Kopi




1 ରାଜାବଳୀ 15:9
5 Referans Kwoze  

ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।


ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ୱ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।


ପୁଣି ଅବୀୟଙ୍କର ଜୀବନ କାଳ ଯାଏ ଯାରବୀୟାମ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।


ଏଥିଉତ୍ତାରେ ଅବୀୟଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ, ଆଉ ତାଙ୍କର ପୁତ୍ର ଆସା ତାଙ୍କ ପଦରେ ରାଜ୍ୟ କଲେ। ଏହାଙ୍କ ଅଧିକାର ସମୟରେ ଦେଶ ଦଶ ବର୍ଷ ସୁସ୍ଥିର ରହିଲା।


ଏଥିରେ ଆସା ଏହିସବୁ କଥା ଓ ଓଦେଦ୍‍ ଭବିଷ୍ୟଦ୍‍ବକ୍ତାର ଭବିଷ୍ୟତ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍‍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।


Swiv nou:

Piblisite


Piblisite