1 ରାଜାବଳୀ 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Gade chapit laପବିତ୍ର ବାଇବଲ1 ଅନନ୍ତର ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁ ହନାନିର ପୁତ୍ର ଯେହୂଙ୍କୁ କହିଲେ, Gade chapit la |
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”