Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କର ଅଧିକାରର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

10 ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ

10 ସେତେବେଳେ ସିମ୍ରି ଗୃହ ମଧ୍ୟକୁ ପ୍ରବେଶ କରି ଏଲାଙ୍କୁ ହତ୍ୟା କଲେ। ଯିହୁଦାର ରାଜା ଆସାଙ୍କର ସତାଇଶ୍ ବର୍ଷ ରାଜତ୍ୱ କାଳରେ ଏହା ଘଟିଲା। ତତ୍ପରେ ସିମ୍ରି ଏଲାଙ୍କ ଅନ୍ତେ ଇସ୍ରାଏଲର ରାଜା ହେଲେ।

Gade chapit la Kopi




1 ରାଜାବଳୀ 16:10
6 Referans Kwoze  

ପୁଣି ଯେହୂ ଦ୍ୱାରରେ ପ୍ରବେଶ କରିବା ବେଳେ ଈଷେବଲ୍‍ କହିଲା, “ହେ ଆପଣା ପ୍ରଭୁର ହତ୍ୟାକାରୀ ସିମ୍ରି, କୁଶଳ କି?”


ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ;


ପୁଣି, ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବା ମାତ୍ର ସେ ବାଶାଙ୍କର ସମୁଦାୟ ବଂଶକୁ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ।


ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।


ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ସିମ୍ରି ତିର୍ସାରେ ସାତ ଦିନ ରାଜତ୍ୱ କଲେ। ସେହି ସମୟରେ ଲୋକମାନେ ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ବିରୁଦ୍ଧରେ ଛାଉଣି ସ୍ଥାପନ କରିଥିଲେ।


ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।


Swiv nou:

Piblisite


Piblisite