Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବା ମାତ୍ର ସେ ବାଶାଙ୍କର ସମୁଦାୟ ବଂଶକୁ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବାମାତ୍ର ସେ ବାଶାଙ୍କର ସମୁଦାୟ ବଂଶ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବା ମାତ୍ର ସେ ବାଶାଙ୍କର ସମୁଦାୟ ବଂଶକୁ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ସିମ୍ରି ରାଜା ହେଲା ପରେ ସେ ବାଶାଙ୍କର ସମୁଦାୟ ବଂଶ, ଜ୍ଞାତି ଓ ବନ୍ଧୁମାନଙ୍କୁ ହତ୍ୟା କଲେ। ଏପରିକି ଜଣେ ପୁରୁଷକୁ ସେ ଛାଡ଼ିଲେ ନାହିଁ।

Gade chapit la Kopi




1 ରାଜାବଳୀ 16:11
10 Referans Kwoze  

ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।


ପୁଣି, ସେ ରାଜା ହେବାକ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।


ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”


ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଡୁ କରେ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ବିନାଶ କରିବା।


କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।”


ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।


ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।


ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି।


ଆଉ ଆମ୍ଭେ ଆହାବ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବା।


ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।


Swiv nou:

Piblisite


Piblisite