Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 16:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;

Gade chapit la Kopi

ଓଡିଆ ବାଇବେଲ

12 ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;

Gade chapit la Kopi

ପବିତ୍ର ବାଇବଲ

12 ସଦାପ୍ରଭୁ ବାଶାଙ୍କ ବିରୁଦ୍ଧର ବାକ୍ୟ ଅନୁସାରେ ଭବିଷ୍ୟ‌ଦ୍‌ବକ୍ତା ଯେହୂଙ୍କୁ ସିମ୍ରି ବାଶାଙ୍କର ସମଗ୍ର ବଂଶକୁ ଧ୍ୱଂସ କଲେ।

Gade chapit la Kopi




1 ରାଜାବଳୀ 16:12
11 Referans Kwoze  

ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।


ଏରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ହାତରେ ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ପରମେଶ୍ୱରଙ୍କ ଆଡ଼ୁ ଘଟିଲା।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍‍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।


ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ।


ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।


ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।


ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।


ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍‍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।


ଏହି ଯିହୋଶାଫଟ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତର ଆଦ୍ୟନ୍ତ କଥା, ଦେଖ, ଇସ୍ରାଏଲ-ରାଜାବଳୀ ପୁସ୍ତକର ଅନ୍ତର୍ଗତ ହନାନିର ପୁତ୍ର ଯେହୂର ଇତିହାସ ପୁସ୍ତକରେ ଲେଖାଅଛି।


ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।


Swiv nou:

Piblisite


Piblisite