Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 16:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିମଧ୍ୟରେ ଛାଉଣି ସ୍ଥାପନ କରିଥିବା ଲୋକମାନେ ଶୁଣିଲେ ଯେ, ସିମ୍ରି ଚକ୍ରାନ୍ତ କରିଅଛନ୍ତି, ମଧ୍ୟ ରାଜାଙ୍କୁ ବଧ କରିଅଛନ୍ତି; ଏହେତୁ ସମସ୍ତ ଇସ୍ରାଏଲ ସେହି ଦିନ ଛାଉଣି ମଧ୍ୟରେ ଅମ୍ରି ନାମକ ସେନାପତିଙ୍କୁ ଇସ୍ରାଏଲ ଉପରେ ରାଜା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏଥିମଧ୍ୟରେ ଛାଉଣି ସ୍ଥାପନ କରିଥିବା ଲୋକମାନେ ଶୁଣିଲେ ଯେ, ସିମ୍ରି ଚକ୍ରା; କରିଅଛନ୍ତି, ମଧ୍ୟ ରାଜାଙ୍କୁ ବଧ କରିଅଛନ୍ତି; ଏହେତୁ ସମସ୍ତ ଇସ୍ରାଏଲ ସେହିଦିନ ଛାଉଣି ମଧ୍ୟରେ ଅମ୍ରି ନାମକ ସେନାପତିଙ୍କୁ ଇସ୍ରାଏଲ ଉପରେ ରାଜା କଲେ।

Gade chapit la Kopi

ଓଡିଆ ବାଇବେଲ

16 ଏଥିମଧ୍ୟରେ ଛାଉଣି ସ୍ଥାପନ କରିଥିବା ଲୋକମାନେ ଶୁଣିଲେ ଯେ, ସିମ୍ରି ଚକ୍ରାନ୍ତ କରିଅଛନ୍ତି, ମଧ୍ୟ ରାଜାଙ୍କୁ ବଧ କରିଅଛନ୍ତି; ଏହେତୁ ସମସ୍ତ ଇସ୍ରାଏଲ ସେହିଦିନ ଛାଉଣି ମଧ୍ୟରେ ଅମ୍ରି ନାମକ ସେନାପତିଙ୍କୁ ଇସ୍ରାଏଲ ଉପରେ ରାଜା କଲେ।

Gade chapit la Kopi

ପବିତ୍ର ବାଇବଲ

16 ଛାଉଣିରେ ଥିବା ଲୋକମାନେ ଶୁଣିଲେ ଯେ ସିମ୍ରି ଗୁପ୍ତ ଚକ୍ରାନ୍ତ ଦ୍ୱାରା ରାଜାଙ୍କୁ ମାରି ରାଜା ହୋଇଛନ୍ତି। ସେମାନେ ଅମ୍ରିନାମକ ଜଣେ ସେନାପତିଙ୍କୁ ଇସ୍ରାଏଲ ଉପରେ ରାଜା କରାଇଲେ।

Gade chapit la Kopi




1 ରାଜାବଳୀ 16:16
7 Referans Kwoze  

କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।


ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।


ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।


ପୁଣି, ଅମ୍ରିଙ୍କ ପୁତ୍ର ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ସଦାପ୍ରଭୁଙ୍କ ଦୃଷ୍ଟିରେ ଅଧିକ କୁକର୍ମ କଲେ।


ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ସିମ୍ରି ତିର୍ସାରେ ସାତ ଦିନ ରାଜତ୍ୱ କଲେ। ସେହି ସମୟରେ ଲୋକମାନେ ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ବିରୁଦ୍ଧରେ ଛାଉଣି ସ୍ଥାପନ କରିଥିଲେ।


ତହୁଁ ଅମ୍ରି ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଗିବ୍ବଥୋନରୁ ଯାତ୍ରା କରି ତିର୍ସା ଅବରୋଧ କଲେ।


ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।


Swiv nou:

Piblisite


Piblisite