1 ରାଜାବଳୀ 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ଝାଟୋଇଦେବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା। Gade chapit laଓଡିଆ ବାଇବେଲ3 ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା। Gade chapit laପବିତ୍ର ବାଇବଲ3 ତେଣୁ ହେ ବାଶା, ମୁଁ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ବିନାଶ କରିବି। ଯେପରି ନବାଟର ପୁତ୍ର ଯାରବିୟାମର ପରିବାରକୁ ଧ୍ୱଂସ କରିଥିଲି। Gade chapit la |