Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।

Gade chapit la Kopi

ଓଡିଆ ବାଇବେଲ

4 ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।

Gade chapit la Kopi

ପବିତ୍ର ବାଇବଲ

4 ବାଶାର କେହି ଯଦି ନଗରରେ ମଲେ କୁକୁରମାନେ ତାକୁ ଖାଇବେ ଓ ଯେଉଁମାନେ କ୍ଷେତ୍ରରେ ମରିବେ ପକ୍ଷିମାନେ ସେମାନଙ୍କୁ ଖାଇବେ।”

Gade chapit la Kopi




1 ରାଜାବଳୀ 16:4
4 Referans Kwoze  

ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।’


ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି, ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ।


ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।


ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


Swiv nou:

Piblisite


Piblisite