1 ରାଜାବଳୀ 16:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ବାଶା ଆପଣା ପିତୃଗଣ ସହିତ ଶୟନ କରନ୍ତେ, ତିର୍ସାରେ କବର ପାଇଲେ ଓ ତାଙ୍କ ପୁତ୍ର ଏଲା ତାଙ୍କ ପଦରେ ରାଜ୍ୟ କଲେ। Gade chapit laଓଡିଆ ବାଇବେଲ6 ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ। Gade chapit laପବିତ୍ର ବାଇବଲ6 ବାଶା ମୃତ୍ୟୁବରଣ କଲେ ଓ ନିଜ ପିତୃଗଣଙ୍କ କବର ତିର୍ସାରେ କବର ପାଇଲେ। ତାଙ୍କ ପଦରେ ତାଙ୍କର ପୁତ୍ର ଏଲା ରାଜା ହେଲେ। Gade chapit la |