1 ରାଜାବଳୀ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍ବକ୍ତାଙ୍କର ହସ୍ତରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ଵାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ। Gade chapit laଓଡିଆ ବାଇବେଲ7 ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ। Gade chapit laପବିତ୍ର ବାଇବଲ7 ସଦାପ୍ରଭୁ, ବାଶା ଓ ତା'ର ପରିବାରର ବିପକ୍ଷରେ ଭବିଷ୍ୟଦ୍ବକ୍ତା ହନାନିୟଙ୍କ ପୁତ୍ର ଯେହୂଙ୍କ ନିକଟକୁ ଏକବାର୍ତ୍ତା ପଠାଇଲେ। ବାଶା ଘୃଣିତ କାର୍ଯ୍ୟଦ୍ୱାରା ସଦାପ୍ରଭୁଙ୍କୁ କ୍ରୋଧିତ କଲେ। ଯାରବିୟାମର ପରିବାର ପୂର୍ବରୁ ଯାହା କରିଥିଲେ, ସେ ଠିକ୍ ସେଇ କାର୍ଯ୍ୟ କଲେ। ସଦାପ୍ରଭୁ ମଧ୍ୟ କ୍ରୋଧିତ ଥିଲେ କାରଣ ସେ ସମସ୍ତ ଯାରବିୟାମ ପରିବାରକୁ ହତ୍ୟା କଲେ। Gade chapit la |
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”