Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 17:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟକୁ ଯାଇ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ-ସମ୍ମୁଖସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

5 ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ-ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟକୁ ଯାଇ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ

5 ଏଲିୟ ସଦାପ୍ରଭୁଙ୍କ ଆଜ୍ଞାନୁସାରେ କାର୍ଯ୍ୟ କଲେ। ସେ ଯର୍ଦ୍ଦନ ପୂର୍ବପାରିସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ।

Gade chapit la Kopi




1 ରାଜାବଳୀ 17:5
7 Referans Kwoze  

ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।


ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।


ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କʼଣ କରୁଅଛ?”


ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।”


ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।


ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।


Swiv nou:

Piblisite


Piblisite