Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

2 ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ଏଲିୟ ରାଜା ଆହାବଙ୍କୁ ଭେଟିବାକୁ ଗଲେ। ସେ ସମୟରେ ଶମରିୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।

Gade chapit la Kopi




1 ରାଜାବଳୀ 18:2
16 Referans Kwoze  

ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।


ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।


ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?


ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।


ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।


ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।”


ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।


ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।


ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।


Swiv nou:

Piblisite


Piblisite