Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ଵର ମଧ୍ୟରେ ଲୁଚାଇ ରଖି ଅନ୍ନ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା )।

Gade chapit la Kopi

ପବିତ୍ର ବାଇବଲ

4 ପୁଣି ଯେଉଁ ସମୟରେ ଈଷେବଲ ସଦାପ୍ରଭୁଙ୍କ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ସଂହାର କରୁଥିଲେ ସେ ସମୟରେ ଓବଦିୟ ଏକଶତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ନେଇ ପଗ୍ଭଶ୍ ଜଣ କରି ଗୋଟିଏ ଗହ୍ୱର ମଧ୍ୟରେ ଲୁଗ୍ଭଇ ରଖି ସେମାନଙ୍କୁ ଅନ୍ନ ଜଳ ଦେଇ ପ୍ରତିପାଳନ କରିଥିଲେ।

Gade chapit la Kopi




1 ରାଜାବଳୀ 18:4
18 Referans Kwoze  

ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?


ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।


ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।


କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;


କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।


ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।


ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;


ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”


ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?”


ପୁଣି ଆମ୍ଭେ ଯେପରି ଈଷେବଲ୍‍ ହସ୍ତରୁ ଆମ୍ଭ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ରକ୍ତର ଓ ସଦାପ୍ରଭୁଙ୍କ ଦାସସମୂହର ରକ୍ତର ପରିଶୋଧ ନେବୁ, ଏଥିପାଇଁ ତୁମ୍ଭେ ଆପଣା ପ୍ରଭୁ ଆହାବର ବଂଶକୁ ଆଘାତ କରିବ।


ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।


ମାତ୍ର ଶାଫନ୍‍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।


ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”


ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।”


Swiv nou:

Piblisite


Piblisite