Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 18:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟଆଡ଼େ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟ ଆଡ଼େ ଗଲା।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟ ଆଡ଼େ ଗଲା।

Gade chapit la Kopi

ପବିତ୍ର ବାଇବଲ

6 ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ଲୋକ ଦେଶ ମଧ୍ୟରେ ଗୋଟିଏ ଗୋଟିଏ ପ୍ରାନ୍ତକୁ ଜଳର ଅନ୍ୱେଷଣ କରିବାକୁ ଗଲେ। ଆହାବ ଗୋଟିଏ ଦିଗରେ ଓ ଓବଦିୟ ଅନ୍ୟ ଦିଗରେ ଗଲେ।

Gade chapit la Kopi




1 ରାଜାବଳୀ 18:6
3 Referans Kwoze  

ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।


ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”


ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କʼଣ ମୋʼ ପ୍ରଭୁ ଏଲୀୟ?”


Swiv nou:

Piblisite


Piblisite