Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 18:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ସେ କହିଲା, ମୁଁ କି ବିଷୟରେ ପାପ କଲି ଯେ, ଆପଣ ଆପଣା ଦାସ ମୋତେ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରିବେ?

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି ?”

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ଓବଦିୟ କହିଲେ, “ଯଦି ମୁଁ ଆହାବଙ୍କୁ ତୁମ୍ଭର ଉପସ୍ଥିତି କହେ, ତେବେ ସେ ମୋତେ ବଧ କରିବେ। ମୁଁ ତ ତୁମ୍ଭ ନିକଟରେ କିଛି ଅପରାଧ କରି ନାହିଁ, ତେବେ ତୁମ୍ଭେ ମୋତେ କାହିଁକି ମରାଇବାକୁ ଇଚ୍ଛା କରୁଛ?”

Gade chapit la Kopi




1 ରାଜାବଳୀ 18:9
5 Referans Kwoze  

ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲା କ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।


ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”


ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”


ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ‘ଦେଖ, ଏଲୀୟ ଏଠାରେ ଅଛନ୍ତି।’”


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ‘ସେ ଏଠାରେ ନାହିଁ’ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକୁ ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।


Swiv nou:

Piblisite


Piblisite