Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗରେ ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍‍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତା; ଓ ସେ କିପରି ଖଡ଼୍‍ଗରେ ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍‍କୁ ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗରେ ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍‍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

1 ଆହାବ ଏଲିୟଙ୍କର ସମସ୍ତ କୃତ କର୍ମର ବୃତ୍ତାନ୍ତ ଓ ସେ କିପରି ‌‌ଖ‌ଡ଼୍‌ଗରେ ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ହତ୍ୟା କରିଥିଲେ, ସେ ସମସ୍ତ ଈଷେବଲକୁ ଜଣାଇଲେ।

Gade chapit la Kopi




1 ରାଜାବଳୀ 19:1
6 Referans Kwoze  

ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।


ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍‍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।


ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍‍ବାଲ ରାଜାର କନ୍ୟା ଈଷେବଲ୍‍କୁ ବିବାହ କଲେ ଓ ଯାଇ ବାଲ୍‍ର ସେବା କରି ତାହାକୁ ପ୍ରଣାମ କଲେ।


ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ।


ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍‍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।


Swiv nou:

Piblisite


Piblisite