1 ରାଜାବଳୀ 19:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Gade chapit laଓଡିଆ ବାଇବେଲ2 ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।” Gade chapit laପବିତ୍ର ବାଇବଲ2 ତେଣୁ ଈଷେବଲ ଏଲିୟଙ୍କ ନିକଟକୁ ଦୂତ ପଠାଇଲେ, “ମୁଁ ପ୍ରତିଜ୍ଞା କରୁଛି, ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭଙ୍କୁ ହତ୍ୟା କରିବି, ଯେପରି ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାଙ୍କୁ ହତ୍ୟା କରିଥିଲ। ଯଦି ମୁଁ ତୁମ୍ଭକୁ ହତ୍ୟା ନ କରେ, ତେବେ ଦେବତାଗଣ ମୋତେ ଅଧିକ ଦଣ୍ତ ଦେଇ ପାରନ୍ତି।” Gade chapit la |
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”