1 ରାଜାବଳୀ 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍ଶେବାରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ। Gade chapit laଓଡିଆ ବାଇବେଲ3 ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ। Gade chapit laପବିତ୍ର ବାଇବଲ3 ଯେତେବେଳେ ଏଲିୟ ଏ ସମ୍ବାଦ ଶୁଣିଲେ, ସେ ଭୟଭୀତ ହେଲେ। ତେଣୁ ସେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ନିଜର ସେବକ ସହିତ ଯିହୁଦାର ବେର୍ଶେବାକୁ ଗ୍ଭଲିଗଲେ ଓ ତାକୁ ସେ ସେଠାରେ ଛାଡ଼ିଲେ। Gade chapit la |