1 ରାଜାବଳୀ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।” Gade chapit laପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରୋତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁ-ପ୍ରାର୍ଥନା କରି କହିଲେ, ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ। Gade chapit laଓଡିଆ ବାଇବେଲ4 ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୁ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।” Gade chapit laପବିତ୍ର ବାଇବଲ4 ଏଲିୟ ପ୍ରାନ୍ତର ଭିତରେ ଦିନସାରା ଗ୍ଭଲି ଏକ ରୋତମ ବୃକ୍ଷମୂଳରେ ବସି ପଡ଼ିଲେ ଓ ନିଜର ମୃତ୍ୟୁ ପାଇଁ ପ୍ରାର୍ଥନା କରି କହିଲେ, “ଏହା ଯଥେଷ୍ଟ ହେଲାଣି, ହେ ସଦାପ୍ରଭୁ, ମୋର ପ୍ରାଣ ନିଅ, କାରଣ ମୁଁ ମୋର ପୂର୍ବପୁରୁଷଙ୍କଠାରୁ ଭଲ ନୁହେଁ।” Gade chapit la |