Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନପାନ କରି ପୁନର୍ବାର ଶୟନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ଵ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ।

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ।

Gade chapit la Kopi

ପବିତ୍ର ବାଇବଲ

6 ଅନନ୍ତର ଏଲିୟ ଦେଖିଲେ ତାଙ୍କର ମୁଣ୍ତ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ଜଳପାତ୍ର ଅଛି। ସେ ଭୋଜନ ଓ ପାନକରି ପୁନର୍ବାର ଶୟନ କଲେ।

Gade chapit la Kopi




1 ରାଜାବଳୀ 19:6
13 Referans Kwoze  

ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ।


ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।


ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ।


ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ।


କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି।


ସେ ଉଚ୍ଚସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।


ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।


ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।


ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”


ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”


ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।”


Swiv nou:

Piblisite


Piblisite