1 ରାଜାବଳୀ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ଵରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ। Gade chapit laଓଡିଆ ବାଇବେଲ8 ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ। Gade chapit laପବିତ୍ର ବାଇବଲ8 ତେଣୁ ଏଲିୟ ଉଠି ଭୋଜନ ପାନ କଲେ। ସେ ଖାଦ୍ୟରେ ଏତେ ଶକ୍ତି ଲାଭ କଲେ ଯେ ସେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ପରମେଶ୍ୱରଙ୍କ ପର୍ବତ ହୋରେବ ପହଞ୍ଚିଲା ପର୍ଯ୍ୟନ୍ତ ଗ୍ଭଲି ଗ୍ଭଲି ଗଲେ। Gade chapit la |