1 ରାଜାବଳୀ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ?” ସେ ଉତ୍ତର କଲା, “କୁଶଳରେ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, କୁଶଳରେ ଆସିଲ? ସେ ଉତ୍ତର କଲା, କୁଶଳରେ। Gade chapit laଓଡିଆ ବାଇବେଲ13 ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ ?” ସେ ଉତ୍ତର କଲା, “କୁଶଳରେ।” Gade chapit laପବିତ୍ର ବାଇବଲ13 ତା'ପରେ ହଗୀତର ପୁତ୍ର ଅଦୋନିୟ ଶଲୋମନଙ୍କର ମାତା ବତ୍ଶେବା ନିକଟକୁ ଆସିଲେ। ବତ୍ଶେବା ତାଙ୍କୁ ପଗ୍ଭରିଲେ, “ଶାନ୍ତିରେ ଆସିଲ ତ?” ଅଦୋନିୟ ଉତ୍ତର ଦେଲେ, “ହଁ, ଶାନ୍ତିରେ ଆସିଲି। Gade chapit la |