Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିରେ ସେ କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଥିରେ ସେ କହିଲେ, ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।

Gade chapit la Kopi

ଓଡିଆ ବାଇବେଲ

21 ଏଥିରେ ସେ କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।”

Gade chapit la Kopi

ପବିତ୍ର ବାଇବଲ

21 ତେଣୁ ବ‌ତ୍‌ଶେବା କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନିୟ ସହିତ ବିବାହ ଦିଆଯାଉ।”

Gade chapit la Kopi




1 ରାଜାବଳୀ 2:21
3 Referans Kwoze  

ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।


ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।


Swiv nou:

Piblisite


Piblisite