1 ରାଜାବଳୀ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Gade chapit laଓଡିଆ ବାଇବେଲ23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।” Gade chapit laପବିତ୍ର ବାଇବଲ23 ରାଜା ଶଲୋମନ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରି କହିଲେ, “ମୁଁ ଶପଥ କରୁଛି ଯେ, ମୁଁ ଅଦୋନିୟକୁ ଏଥିପାଇଁ ମୂଲ୍ୟ ଦିଆ କରାଇବି ଏବଂ ତା'ର ଜୀବନ ନେବି। ଅଦୋନିୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ। Gade chapit la |