1 ରାଜାବଳୀ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହି ସବୁରେ ଯେପରି କୁଶଳ ପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥା-ଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର; Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର; Gade chapit laଓଡିଆ ବାଇବେଲ3 ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହିସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର; Gade chapit laପବିତ୍ର ବାଇବଲ3 ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ୱସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ୟବସ୍ଥା, ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିୟମକୁ ମାନି ଚଳ। ମୋଶାଙ୍କ ଲିଖିତ ସମସ୍ତ ନିୟମକୁ ପାଳନ କର। ତାହାହେଲେ ତୁମ୍ଭେ ସବୁ କ୍ଷେତ୍ରରେ ସଫଳ ହେବ ଓ ଯେଉଁ ସ୍ଥାନକୁ ଯିବ କୁଶଳ ପ୍ରାପ୍ତ ହେବ। Gade chapit la |
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”