Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 2:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ତହୁଁ ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, “ଶିମୀୟି ଯିରୂଶାଲମରୁ ଗାଥ୍‍କୁ ଯାଇଥିଲା, ପୁଣି, ଫେରି ଆସିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ତହୁଁ ଶଲୋମନଙ୍କୁ ସମ୍ଵାଦ ଦିଆଗଲା ଯେ, ଶିମୀୟି ଯିରୂଶାଲମରୁ ଗାଥ୍କୁ ଯାଇଥିଲା, ପୁଣି ଫେରି ଆସିଅଛି।

Gade chapit la Kopi

ଓଡିଆ ବାଇବେଲ

41 ତହୁଁ ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, ଶିମୀୟି ଯିରୂଶାଲମରୁ ଗାଥ୍‍କୁ ଯାଇଥିଲା, ପୁଣି, ଫେରି ଆସିଅଛି।

Gade chapit la Kopi

ପବିତ୍ର ବାଇବଲ

41 ତହୁଁ ଶଲୋମନଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶିମିୟି ଯିରୁଶାଲମରୁ ଗା‌ଥ୍‌କୁ ଯାଇଥିଲା ଓ ପୁଣି ଫେରି ଆସିଲା।

Gade chapit la Kopi




1 ରାଜାବଳୀ 2:41
2 Referans Kwoze  

ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍‍ ନଗରକୁ ଆଖୀଶ୍‍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍‍ରୁ ଆପଣା ଦାସମାନଙ୍କୁ ଆଣିଲା।


ଏଥିରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ ତାହାକୁ କହିଲେ, “ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ‘ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ?’ ଆଉ ତୁମ୍ଭେ ମୋତେ କହିଥିଲ, ‘ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।’


Swiv nou:

Piblisite


Piblisite