Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 2:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଏଥିରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ ତାହାକୁ କହିଲେ, “ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ‘ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ?’ ଆଉ ତୁମ୍ଭେ ମୋତେ କହିଥିଲ, ‘ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଏଥିରେ ରାଜା ଲୋକ ପଠାଇ ଶିମୀୟିକି ଡକାଇ ତାହାକୁ କହିଲେ, ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହିଦିନ ତୁମ୍ଭେ ନିତା; ମରିବ, ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ? ଆଉ ତୁମ୍ଭେ ମୋତେ କହିଥିଲ, ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।

Gade chapit la Kopi

ଓଡିଆ ବାଇବେଲ

42 ଏଥିରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ ତାହାକୁ କହିଲେ, “ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହିଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କ’ଣ ଏହି ସାକ୍ଷ୍ୟ ଦେଇ ନାହିଁ ? ଆଉ ତୁମ୍ଭେ ମୋତେ କହିଥିଲ, ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।

Gade chapit la Kopi

ପବିତ୍ର ବାଇବଲ

42 ତେଣୁ ରାଜା ଲୋକ ପଠାଇ ଶିମିୟିକୁ ଡକାଇ ତାକୁ କହିଲେ, “ମୁଁ ତୁମ୍ଭକୁ ସତର୍କ କଲି ଏବଂ ଶପଥ କଲି ଯେ, ଯଦି ତୁମ୍ଭେ ଯିରୁଶାଲମ ଛାଡ଼ି ଅନ୍ୟ କୌଣସି ସ୍ଥାନକୁ ଯାଅ, ତେବେ ତୁମ୍ଭକୁ ହତ୍ୟା କରାଯିବ। ତୁମ୍ଭେ ମୋତେ ପ୍ରତିଶୃତି ଦେଇଥିଲ ଯେ, ତୁମ୍ଭେ ମୋ’ କଥା ମାନିବ।

Gade chapit la Kopi




1 ରାଜାବଳୀ 2:42
6 Referans Kwoze  

ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?


କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,


ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।


ତହୁଁ ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, “ଶିମୀୟି ଯିରୂଶାଲମରୁ ଗାଥ୍‍କୁ ଯାଇଥିଲା, ପୁଣି, ଫେରି ଆସିଅଛି।”


ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ?”


Swiv nou:

Piblisite


Piblisite