Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 2:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କିହେତୁ ପାଳନ ନ କଲ?

Gade chapit la Kopi

ଓଡିଆ ବାଇବେଲ

43 ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ ?”

Gade chapit la Kopi

ପବିତ୍ର ବାଇବଲ

43 ତୁମ୍ଭେ ସଦାପ୍ରଭୁଙ୍କ ପ୍ରତିଜ୍ଞା ଓ ମୋର ଆଜ୍ଞା କାହିଁକି ପାଳନ କଲ ନାହିଁ?

Gade chapit la Kopi




1 ରାଜାବଳୀ 2:43
7 Referans Kwoze  

ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ।


ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।


ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।


ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍‍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)


ଏଥିରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ ତାହାକୁ କହିଲେ, “ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ‘ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ?’ ଆଉ ତୁମ୍ଭେ ମୋତେ କହିଥିଲ, ‘ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।’


ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।


Swiv nou:

Piblisite


Piblisite