1 ରାଜାବଳୀ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍ର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି ଇସ୍ରାଏଲର ଦୁଇ ସେନାପତି, ନରର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା। Gade chapit laଓଡିଆ ବାଇବେଲ5 ଆହୁରି ସରୁୟାର ପୁତ୍ର ଯୋୟାବ ମୋ’ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍ର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା। Gade chapit laପବିତ୍ର ବାଇବଲ5 ଦାଉଦ ପୁଣି କହିଲେ, “ସରୁୟାର ପୁତ୍ର ଯୋୟାବ ମୋ’ ବିରୁଦ୍ଧରେ ଯାହା କରିଅଛି, ତୁମ୍ଭେ ଭଲଭାବରେ ଜାଣ। ସେ ଇସ୍ରାଏଲର ଦୁଇ ସେନାପତିଙ୍କୁ ହତ୍ୟା କରିଛି, ନରର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସାଙ୍କୁ ଶାନ୍ତି ସମୟରେ ଈର୍ଷାନ୍ୱିତ ହୋଇ ହତ୍ୟା କଲା। ସେହି ରକ୍ତରେ ତା'ର କଟିବନ୍ଧନୀ ଓ ପାଦୁକାକୁ ସିକ୍ତ କଲା। ମୋର ଦଣ୍ତ ଦେବାର ଉଚିତ୍ ଥିଲା। Gade chapit la |