1 ରାଜାବଳୀ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଶାପରେ ଶାପ ଦେଇଥିଲା, ମାତ୍ର ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ଼୍ଗରେ ବଧ କରିବି ନାହିଁ। Gade chapit laଓଡିଆ ବାଇବେଲ8 ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, “ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ। Gade chapit laପବିତ୍ର ବାଇବଲ8 “ସ୍ମରଣ କର, ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମିୟି ତୁମ୍ଭ ସହିତ ଅଛି। ମୁଁ ମହନୟିମକୁ ପଳାୟନ କଲା ଦିନ ସେ ମୋତେ ଏକ ଜଘନ୍ୟ ଅଭିଶାପ ଦେଲା। ସେ ଯର୍ଦ୍ଦନ ନିକଟରେ ମୋତେ ଦେଖିବାକୁ ଆସିଥିଲା, “କିନ୍ତୁ ମୁଁ ତାକୁ ହତ୍ୟା ନ କରିବା ପାଇଁ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରିଥିଲି। Gade chapit la |