1 ରାଜାବଳୀ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ଵକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ। Gade chapit laଓଡିଆ ବାଇବେଲ9 ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।” Gade chapit laପବିତ୍ର ବାଇବଲ9 ବର୍ତ୍ତମାନ ତୁମ୍ଭେ ତାକୁ ବିନା ଶାସ୍ତିରେ ଛାଡ଼ ନାହିଁ। ତୁମ୍ଭେ ତ ଜଣେ ଜ୍ଞାନୀ ଲୋକ। ତା’ ପ୍ରତି ତୁମ୍ଭର କର୍ତ୍ତବ୍ୟ କ’ଣ ତୁମ୍ଭେ ଜାଣ। ତାକୁ ବାର୍ଦ୍ଧକ୍ୟରେ ଶାନ୍ତିରେ ମରିବାକୁ ଦେବ ନାହିଁ।” Gade chapit la |