1 ରାଜାବଳୀ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ଵ ଓ ରଥମାନ ଥିଲେ; ପୁଣି ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା। Gade chapit laପବିତ୍ର ବାଇବଲ1 ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ରିତ କଲେ। ପୁଣି ତାଙ୍କର ସଙ୍ଗରେ ବତିଶ୍ ଜଣ ରାଜା ଆଉ ଅଶ୍ୱଗଣ ଓ ରଥମାନ ସଙ୍ଗରେ ଥିଲେ। ପୁଣି ସେ ଯାଇ ଶମରିୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ। Gade chapit la |
ତହିଁରେ ଇଲୀଶାୟ କିପରି ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି। ଏଥିରେ ଗିହେଜୀ କହିଲା, “ହେ ମୋର ପ୍ରଭୋ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଯାହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ।”