1 ରାଜାବଳୀ 20:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍ହଦଦ୍ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋʼ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି; Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, ବିନ୍ହଦଦ୍ ଏହି କଥା କହନ୍ତି, ତୁମ୍ଭେ ଆପଣା ରୂପା ଓ ଆପଣା ସୁନା ଓ ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋʼ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି ପ୍ରମାଣ; Gade chapit laଓଡିଆ ବାଇବେଲ5 ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍ହଦଦ୍ ଏହି କଥା କହନ୍ତି, ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋ’ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି; Gade chapit laପବିତ୍ର ବାଇବଲ5 ତା'ପରେ ଦୂତମାନେ ଆହାବଙ୍କ ନିକଟକୁ ଫେରି ଆସି କହିଲେ, “ବିନ୍ହଦଦ୍ କହନ୍ତି, ‘ତୁମ୍ଭେ ଆପଣା ରୂପା, ସୁନା, ଭାର୍ଯ୍ୟା ଓ ସନ୍ତାନମାନଙ୍କୁ ମୋ’ ହସ୍ତରେ ସମର୍ପଣ କର ବୋଲି ମୁଁ କହି ପଠାଇଲି। Gade chapit la |