1 ରାଜାବଳୀ 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କିପରି ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋʼ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି, ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ମନା କଲି ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କିପ୍ରକାରେ ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋʼ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ନାସ୍ତି କଲି ନାହିଁ। Gade chapit laଓଡିଆ ବାଇବେଲ7 ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କି ପ୍ରକାରେ ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋ’ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି, ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ମନା କଲି ନାହିଁ।” Gade chapit laପବିତ୍ର ବାଇବଲ7 ତେଣୁ ରାଜା ଆହାବ ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇଲେ ଏବଂ କହିଲେ, “ମୁଁ ବିନୟ କରି କହୁଛି, ବିଗ୍ଭର କର, ବିନ୍ହଦଦ୍ ଅସୁବିଧା ସୃଷ୍ଟି କରୁଛି। ପ୍ରଥମେ ସେ ମୋର ଭାର୍ଯ୍ୟା, ମୋର ସନ୍ତାନଗଣ, ମୋର ସୁନା, ରୂପା ନେବାକୁ ଲୋକ ପଠାଇଲା ଓ ସେ ସବୁ ଦେବାକୁ ମୁଁ ସମ୍ମତ ହେଲି। ମାତ୍ର ସେ ବର୍ତ୍ତମାନ ସବୁକିଛି ନେବାକୁ ଗ୍ଭହୁଁଛି।” Gade chapit la |