1 ରାଜାବଳୀ 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ତେ ଦ୍ରାକ୍ଷାକ୍ଷେତ୍ର ଥିଲା। Gade chapit laଓଡିଆ ବାଇବେଲ1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା। Gade chapit laପବିତ୍ର ବାଇବଲ1 ଶମରିୟା ନଗରସ୍ଥ ରାଜା ଆହାବଙ୍କ ପ୍ରାସାଦ ନିକଟରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ଯିଷ୍ରିୟେଲୀୟ ନିବାସୀ ନାବୋତ ଏହି ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଥିଲେ। Gade chapit la |