1 ରାଜାବଳୀ 21:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର-ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ। Gade chapit laଓଡିଆ ବାଇବେଲ11 ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ। Gade chapit laପବିତ୍ର ବାଇବଲ11 ତେଣୁ ନାବୋତର ନଗରସ୍ଥ ପ୍ରାଚୀନ ଓ ପ୍ରଧାନବର୍ଗ ଈଷେବଲଙ୍କ ପ୍ରେରିତ ପତ୍ର ଅନୁସାରେ କାର୍ଯ୍ୟ କଲେ। Gade chapit la |
ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, “ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ।” ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।