Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 21:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ସେ ତାହାକୁ କହିଲେ, ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା-ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ମାତ୍ର ସେ ଉତ୍ତର କଲା, ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା-ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

6 ଆହାବ ଉତ୍ତରରେ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ରଟି ମୋତେ ଦିଅ ଓ ତା’ ବଦଳରେ ରୌପ୍ୟମୁଦ୍ରା ନିଅ ନଚେତ୍ ତୁମ୍ଭର ପସନ୍ଦ ମୁତାବକ ତା'ରି ଅନୁରୂପ ଏକ ଦ୍ରାକ୍ଷାକ୍ଷେତ୍ର ନିଅ। ମାତ୍ର ସେ କହିଲା, ମୁଁ ତୁମ୍ଭକୁ ମୋର ଦ୍ରାକ୍ଷାକ୍ଷେତ୍ର ଦେବାକୁ ଯାଉ ନାହିଁ।”

Gade chapit la Kopi




1 ରାଜାବଳୀ 21:6
9 Referans Kwoze  

ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।


ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲେ, ମାତ୍ର ହାମନ୍‍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲେ।


ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।


ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍‍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁ ନାହଁ?”


ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”


Swiv nou:

Piblisite


Piblisite