Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍ ତାଙ୍କୁ କହିଲା, ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ଵ କରୁନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।

Gade chapit la Kopi

ଓଡିଆ ବାଇବେଲ

7 ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କ’ଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁନାହଁ ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”

Gade chapit la Kopi

ପବିତ୍ର ବାଇବଲ

7 ତାଙ୍କର ପତ୍ନୀ ଈଷେବଲ ତାଙ୍କୁ କହିଲେ, “ତୁମ୍ଭେ କ’ଣ ଇସ୍ରାଏଲର ରାଜା ନୁହଁ? ଉଠ, ଭୋଜନ କର ଓ ତୁମ୍ଭର ମନ ଓ ଶରୀର ପୁଲକିତ ହେଉ। ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”

Gade chapit la Kopi




1 ରାଜାବଳୀ 21:7
14 Referans Kwoze  

ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।


ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?


ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।


ଯୁଦ୍ଧାଶ୍ୱ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ।


ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”


ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।


ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;


ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, “ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।”


ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।


ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”


ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;


Swiv nou:

Piblisite


Piblisite