Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 21:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚ ସ୍ଥାନରେ ବସାଅ;

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚ ସ୍ଥାନରେ ବସାଅ;

Gade chapit la Kopi

ପବିତ୍ର ବାଇବଲ

9 ସେହି ପତ୍ରରେ ସେ ଏହା ଲେଖିଥିଲେ: “ଗୋଟିଏ ଉପବାସର ଦିନ ଘୋଷଣା କର ଓ ସମସ୍ତ ଲୋକଙ୍କୁ ଏକ ସଭାରେ ଏକତ୍ରିତ କର। ଆଉ ସେହି ସଭାରେ ଆମ୍ଭେମାନେ ନାବୋତ ବିଷୟରେ ବିଗ୍ଭର କରିବୁ।

Gade chapit la Kopi




1 ରାଜାବଳୀ 21:9
8 Referans Kwoze  

ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।


ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”


“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।


ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”


ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।


ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।


ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।


Swiv nou:

Piblisite


Piblisite