1 ରାଜାବଳୀ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ। Gade chapit laପବିତ୍ର ବାଇବଲ1 ତା'ପରେ ଶଲୋମନ ମିଶରର ରାଜା ସହିତ ଚୁକ୍ତି କରି ଫାରୋଙ୍କ କନ୍ୟାକୁ ବିବାହ କଲେ ଓ ତାକୁ ଦାଉଦ ନଗରକୁ ଆଣିଲେ। ସେହି ସମୟରେ ସେ ନିଜ ପାଇଁ ପ୍ରାସାଦ ଓ ସଦାପ୍ରଭୁଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରୁଥିଲେ। ସେ ମଧ୍ୟ ଯିରୁଶାଲମର ଚତୁର୍ଦ୍ଦିଗରେ ଏକ ପ୍ରାଚୀର ନିର୍ମାଣ କରୁଥିଲେ। Gade chapit la |