1 ରାଜାବଳୀ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ; Gade chapit laପବିତ୍ର ବାଇବଲ (Re-edited) - (BSI)11 ଏଥିରେ ପରମେଶ୍ଵର ତାଙ୍କୁ କହିଲେ, ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ଵର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ; Gade chapit laଓଡିଆ ବାଇବେଲ11 ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ; Gade chapit laପବିତ୍ର ବାଇବଲ11 ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ନିଜ ପାଇଁ ଦୀର୍ଘ ପରମାୟୁ ମାଗି ନାହଁ କି ନିଜ ପାଇଁ ବିପୁଳ ଐଶ୍ୱର୍ଯ୍ୟ ମାଗି ନାହଁ, କି ନିଜର ଶତ୍ରୁମାନଙ୍କର ମୃତ୍ୟୁ ମାଗି ନାହଁ, ମାତ୍ର ଲୋକମାନଙ୍କର ନ୍ୟାୟ ଶାସନ କରିବା ପାଇଁ ଜ୍ଞାନ ମାଗିଅଛ। Gade chapit la |